Masthead

ଗୃହରେ ଚକାଜାମ୍ ପ୍ରସଙ୍ଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହରେ ଚକାଜାମ୍ ପ୍ରସଙ୍ଗ । ଡ୍ରାଇଭର ଷ୍ଟ୍ରାଇକକୁ ନେଇ ଗୃହ ହୁଲୁସ୍ତୁଲ । କଂଗ୍ରେସ, ବିଜେପି ବିଧାୟକଙ୍କ ହଟ୍ଟଗୋଳ । ରାଜ୍ୟରେ ଡ୍ରାଇଭର ସଂଘର ଆନ୍ଦୋଳନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ସେ କହିଛନ୍ତି, ଡ୍ରାଇଭର ମାନେ ନିଜର ହକ ପାଇଁ ଦିନ ରାତି ଏକ କରି ଗତ କାଲିଠାରୁ ରାଜରାସ୍ତାକୁ ଆସିଛନ୍ତି କିନ୍ତୁ ସରକାର ଚୁପ୍।

ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଦବେଗ ରହିବ ବୋଲି କହିଛନ୍ତି ଜୟନାରାୟଣ ମିଶ୍ର । କାଳ ବିଳମ୍ବ ନ କରି ବିଭାଗୀୟ ମନ୍ତ୍ରୀ ଗୃହରେ ଉତ୍ତର ରଖିବା ସହ ତାଙ୍କ ସମସ୍ୟାର ସମାଧାନ କରନ୍ତୁ ବୋଲି ଦାବି କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ..