Masthead

ଡ୍ରାଇଭର ସଂଘ ଆନ୍ଦୋଳନ, କିଛି ସମୟ ପରେ ମନ୍ତ୍ରୀଙ୍କ ସହ ବୈଠକ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜୋରଦାର ହେଉଛି ଡ୍ରାଇଭର ସଂଘର ଆନ୍ଦୋଳନ । ଗୋଟେ ପଟେ ଡ୍ରାଇଭର ସଂଘ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କୁ ବିରୋଧ କରି ଆନ୍ଦୋଳନ କରିଛି ଅଟୋ ସଂଘ । ନିଜ ଦାବି ନେଇ ଡ୍ରାଇଭର ସଂଘ ବାହାର ରାଜ୍ୟର ଗାଡ଼ିକୁ ବି ଅଟକ ରଖିଛନ୍ତି । ଜାତୀୟ ରାଜପଥରେ ଗାଡ଼ି ଛାଡୁନାହାନ୍ତି ଆନ୍ଦୋଳନକାରୀ । କିଛି ସମୟ ପରେ ଡ୍ରାଇଭର ସଂଘ ସହ ମନ୍ତ୍ରୀଙ୍କ ବୈଠକ ହେବାର ସମ୍ଭାବନା ରହିଛି । ପରିବହନ ମନ୍ତ୍ରୀଙ୍କ ସହ ସଚିବ ବି ଉପସ୍ଥିତ ରହିବେ । ସଂଘର ୩ରୁ ୫ ଜଣିଆ ପ୍ରତିନିଧିଙ୍କୁ ଆଲୋଚନା ପାଇଁ ଡକାଯିବ । ଆଲୋଚନା ପରେ କାଲି ଗୃହରେ ଉତ୍ତର ରଖିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ