Masthead

ବାଲେଶ୍ୱରରେ ଆକ୍ସନ, ଡ୍ରାଇଭର ଗିରଫ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ପୋଲିସ ଆକ୍ସନ ନେଇଛି । ଡ୍ରାଇଭର ସଙ୍ଘର ଶହ ଶହ ସଦସ୍ୟଙ୍କୁ ଉଠାଇ ନେଇଛି । ଏପିରିକି ତମ୍ବୁ ଭାଙ୍ଗିବାକୁ ବି ପଛାଇନାହାନ୍ତି ।  ସୋରରେ ମଧ୍ୟ ଡ୍ରାଇଭର ସଙ୍ଘ ବିରୋଧରେ ଆକ୍ସନକୁ ଆସିଛି ପୋଲିସ । 50 ଜଣ ଡ୍ରାଇଭରଙ୍କୁ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ