Masthead

ଡ୍ରାଇଭର ଆନ୍ଦୋଳନ, ପେଟ୍ରୋଲ ପମ୍ପ ଉପରେ ପ୍ରଭାବ

ତେଲ ଟାଙ୍କିରେ ନାହିଁ ତେଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରାଇଭରଙ୍କ ଷ୍ଟ୍ରିଅରିଂ ଛାଡ଼ ଆନ୍ଦୋଳନର ପ୍ରଭାବ ପେଟ୍ରୋଲ ପମ୍ପ ଉପରେ ପଡିଛି । ଅଧିକାଂଶ ତେଲ ଟାଙ୍କିରେ ନାହିଁ ତେଲ । ଦୁଇଦିନର ଆନ୍ଦୋଳନ ଯୋଗୁଁ ପେଟ୍ରୋଲ ପମ୍ପରେ ନାହିଁ ନଥିବା ଭିଡ଼ ଦେଖିବାକୁ ମିଳିଥିଲା । ଯାହାଦ୍ୱାରା ରାଜ୍ୟର ଅଧିକାଂଶ ସ୍ଥାନରେ ପେଟ୍ରୋଲ ପମ୍ପ ଦିନ ଅଧାରୁ ବନ୍ଦ ହୋଇଯାଇଥିଲା । ରିପୋର୍ଟ ଅନୁସାରେ, ଗୋଟିଏ ଦିନରେ ଲୋକେ ଲୋକେ ତିନି ଦିନର ପେଟ୍ରୋଲ ବୋହି ନେଇଛନ୍ତି । ଯେଉଁ କାରଣରୁ ତେଲର ଅଭାବ ଦେଖିବାକୁ ମିଳିଛି । ସୂଚନାନୁସାରେ, ରାଜଧାନୀକୁ ପ୍ରତିଦିନ ୩ ଲକ୍ଷ ୩୦ ହଜାର ଲିଟର ପେଟ୍ରୋଲ ଓ ୨ଲକ୍ଷ ୩୫ହଜାର ଲିଟର ଡିଜେଲ୍‌ର ଆବଶ୍ୟକତା ରହିଛ। ଉତ୍କଳ ପେଟ୍ରୋଲିୟମ ଡିଲର ମହାସଂଘର ସାଧାରଣ ସଂପାଦକ ଲୋକଙ୍କୁ ବ୍ୟତିବ୍ୟସ୍ତ ନ ହେବାକୁ ଅପିଲ କରିଛନ୍ତି । କାରଣ ଟାସ୍କପୋର୍ସ ଗଠନ ହେବା ପରେ ଆଜି ତେଲ ଟ୍ୟାଙ୍କର ଆସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ