Masthead

ପୂରଣ ହେବ ଡ୍ରାଇଭରଙ୍କ ଦାବି, ଲିଖିତ ପ୍ରତିଶ୍ରୁତି ଦେଲେ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂରଣ ହେବ ଡ୍ରାଇଭରଙ୍କ ଦାବି । ଲିଖିତ ପ୍ରତିଶ୍ରୁତି ଦେଲେ ସରକାର । ୩ ମାସ ମଧ୍ୟରେ ଡ୍ରାଇଭରଙ୍କ ସମସ୍ୟାର ସମାଧାନ ହେବ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଲିଖିତ ଭାବେ ଡ୍ରାଇଭର ଏକତା ମଞ୍ଚକୁ ଚିଠି ଲେଖି ଜଣାଇଛନ୍ତି । ରାଜ୍ୟର ପ୍ରାୟ ୨ଲକ୍ଷ ଡ୍ରାଇଭର ଗତ ଦୁଇଦିନ ଧରି ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରୁଥିବାବେଳେ ସରକାର ସେମାନଙ୍କର ୧୦ଦଫା ଦାବି ପୂରଣ ପାଇଁ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି।

ବିଧାନସଭାରେ ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗକୁ ନେଇ ଶାସକ-ବିରୋଧୀ ସଦସ୍ୟମାନେ ଉଦବେଗ ବ୍ୟକ୍ତ କରିବା ପରେ ଡ୍ରାଇଭରମାନଙ୍କ ସହ ଆଲୋଚନା ପାଇଁ ସରକାରଙ୍କୁ ବାଚସ୍ପତି ନିର୍ଦ୍ଦେଶ ଦେଇଥିଲେ। ସରକାରଙ୍କ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ପରେ ଡ୍ରାଇଭରମାନଙ୍କ ପରବର୍ତ୍ତୀ ଆଭିମୁଖ୍ୟ କ’ଣ ହେବ ତାହା ଏପର୍ୟ୍ୟନ୍ତ ଜଣାପଡ଼ିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ