Masthead

ଅଗ୍ନିକାଣ୍ଡରେ ୬ ଜୀବନ୍ତ ଦଗ୍ଧ

ସିକନ୍ଦରାବାଦ(ବଡ଼ ଖବର ବ୍ୟୁରୋ): ହୁତୁ ହୋଇ ଜଳିଗଲା ଆପାର୍ଟମେଣ୍ଟ । ଚାଲିଗଲା ୬ ଜଣଙ୍କ ଜୀବନ । ଗୁରୁବାର ରାତିରେ ତେଲେଙ୍ଗାନାର ସିକନ୍ଦରାବାଦ ସ୍ଥିତ ସ୍ୱପ୍ନାଲୋକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ୪ ଯୁବକ ଓ ୨ ଯୁବତୀ ଥିବା ଜଣାପଡିଛି । ସମସ୍ତଙ୍କ ବୟସ ପ୍ରାୟ ୨୦ ବର୍ଷ ହେବ । ଏହି ଅଗ୍ନିକାଣ୍ଡରୁ ୭ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି। ସିକନ୍ଦରାବାଦର ଏକ ୮ ତାଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ