Masthead

ତାଣ୍ଡବ ରଚିଛି ସାଇକ୍ଲୋନ ‘ଫ୍ରେଡି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତାଣ୍ଡବ ରଚିଛି ସାଇକ୍ଲୋନ ‘ଫ୍ରେଡି’ । ପ୍ରବଳ ଝଡ଼ ସହ ବନ୍ୟା । ୩୦୦ରୁ ଅଧିକ ଲୋକଙ୍କ ମୁତ୍ୟୁ । ଆଫ୍ରିକାର ମଲାୱି ପ୍ରଦେଶରେ ଏବେ ପ୍ରକୃତି ତାଣ୍ଡବ ଲୀଳା ଦେଖିବାକୁ ମିଳିଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରାଯିବା ସହ ସେମାନଙ୍କୁ ଅତ୍ୟାଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଉଛି । ବର୍ତମାନ ସୁଧା ୩୨୬ ଜଣଙ୍କ ମୁତ୍ୟୁ ହୋଇଥିବା ବେଳେ ମୁତ୍ୟୁ ସଂଖ୍ୟା ଆହୁରି ବଢିବା ନେଇ ଅନୁମାନ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ