Masthead

ରାଜ୍ୟରେ ନିଯୁକ୍ତି ନଥିବାବେଳ ଅବସରପ୍ରାପ୍ତ ଅଫିସରଙ୍କୁ ଥଇଥାନ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ପାଇଥିବା ଅବସରପ୍ରାପ୍ତ ଅଫିସରଙ୍କୁ ନେଇ ମୁହାଁମୁହିଁ ବିଜେପି-ବିଜେଡି । ଗୃହରେ ପ୍ରବଳ ହଟ୍ଟଗୋଳ ନାରବାଜି । ଶୂନ୍ୟକାଳରେ ସରକାରଙ୍କ ଉପରେ ପୁଣି ବର୍ଷିଲେ ବିରୋଧୀ ଦଳ ନେତା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ପାଇଥିବା ଅବସରପ୍ରାପ୍ତ ଅଫିସରଙ୍କୁ ପ୍ରସଙ୍ଗ ଉଠାଇଲେ ଜୟ ନାରାୟଣ । ଅସିତ ତ୍ରିପାଠୀ, ବାଲ କ୍ରିଷ୍ଣନ, ଉପେନ୍ଦ୍ର ତ୍ରିପାଠୀ, ପି କେ ମହାପାତ୍ର ଓ ଗୋପବନ୍ଧୁ ଦାସ । ଅବସର ପରେ ଏମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସ୍ଥାନରେ ତାଙ୍କୁ ପୁନଃ ନିଯୁକ୍ତି କରାଯାଇଛି ।

ଏପରିକି ମନୋଜ ମିଶ୍ର ଇସ୍ତଫା ଦେଲା ପରେ ମଧ୍ୟ ତାଙ୍କୁ ବି ସରକାରରେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରିଟାୟାର୍ଡ ଅଫିସରଙ୍କ କ୍ଳବ ପାଲଟିଛି । ଏଇଟା କଣ ମୋ ସରକାର, ଏଇଟା କଣ ୫-ଟି , ଏଇଟା କ’ଣ ଏକ ବିଚାର ଧାରା । ରାଜ୍ୟରେ ନିଯୁକ୍ତି ମିଳୁ ନଥିବାବେଳେ ଅବସରର ଅଫିସରମାନଙ୍କୁ ଥଇଥାନ କରାଯାଉଛି । ଗୃହରେ ଏ ନେଇ ସରକାରଙ୍କ ପକ୍ଷରୁ ଷ୍ଟେଟମେଣ୍ଟ ରଖନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ