Masthead

ଗାନ୍ଧୀମୂର୍ତ୍ତି ତଳେ ବିକ୍ଷୋଭ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଶାସକ ଦଳ କଂଗ୍ରେସ ନେତାଙ୍କ ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ଉଭୟ ଗୃହରେ ଜୋରଦାର ହଙ୍ଗାମା । ଯାହ ଫଳରେ ଲୋକ ସଭା ଏବଂ ରାଜ୍ୟ ସଭାକୁ ମାର୍ଚ୍ଚ ୨୦ ଯାଏ ସ୍ଥଗିତ ରଖାଯାଇଛି। ଏହି ସମୟରେ ବିରୋଧୀ ଦଳର ନେତାମାନେ ସଂସଦ ଭବନର ଗାନ୍ଧୀ ପ୍ରତିମୂର୍ତ୍ତି ସମ୍ମୁଖରେ ଆଦାନୀ ମାମଲାରେ ଜେପିସି ଯାଞ୍ଚ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଏଥିରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡଗେ ମଧ୍ୟ ସାମିଲ ହୋଇଥିବା ଜଣାପଡିଛି । ସଂସଦର ବଜେଟ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଶାସକ ଦଳ କ୍ରମାଗତ ଭାବେ ରାହୁଲ ଗାନ୍ଧୀ କ୍ଷମା ମାଗନ୍ତୁ ବୋଲି ଜିଦ୍‌ ଧରି ବସିଛି। ଅନ୍ୟପଟେ, କଂଗ୍ରେସ କହିଛି ଯେ ରାହୁଲ ଗାନ୍ଧୀ କିଛି ଭୁଲ କହି ନାହାଁନ୍ତି ତେଣୁ କ୍ଷମା ମାଗିବାର ପ୍ରଶ୍ନ ଉଠୁନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼