Masthead

ଆଇନକୁ ହାତକୁ ନେଲେ କାର୍ଯ୍ୟାନୁଷ୍ଠାନ: ଡିଜିପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆନ୍ଦୋଳନକାରୀଙ୍କୁ ଡିଜିପିଙ୍କ ଚେତାବନୀ । ଆଇନ ହାତକୁ ନେଲେ କମ୍ପର୍ମାଇଜ କରାଯିବନି କହିଲେ ଡିଜିି ସୁନୀଲ ସଂଶଲ । ପ୍ରତିଶୃତି ଦେଲେ ପରେ ଆନ୍ଦୋଳନ ଜାରି ରହିଛି । ଆଇନ୍ ଅନୁଯାୟୀ ଧର୍ମଘଟ ହେଉନାହିଁ । ଗତକାଲି କିଛି ସ୍ଥାନରେ ପୋଲିସ ଉପରେ ଆକ୍ରମଣ କରି ଆଇନକୁ ହାତକୁ ନେଇଛନ୍ତି। ଆଇନକୁ କେହି ହାତକୁ ନେଇ ପାରିବେନି। ଆଇନକୁ ହାତକୁ ନେଲେ ଆମେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ। ଆନ୍ଦୋଳନ ନ କରି ଆଲୋଚନାକୁ ଆସନ୍ତୁ। ଯଦି ସେମାନେ ଏଥିରେ ରାଜି ନ ହୁଅନ୍ତି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ବାଧ୍ୟ ହେବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ