Masthead

ପୁଣି ବଢିଲା ରିମାଣ୍ଡ ଅବଧି, ମାର୍ଚ୍ଚ ୨୨ରେ ହାଜର ହେବେ ମନୀଷ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପୁଣି ବଢିଲା ସିସୋଦିଆଙ୍କ ରିମାଣ୍ଡ ଅବଧି । ମାର୍ଚ୍ଚ ୨୨ରେ କୋର୍ଟରେ ହାଜର ହେବେ ମନୀଷ ସିସୋଦିଆ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଇଡି ହେପାଜତରେ ଅଛନ୍ତି ଦିଲ୍ଲୀ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଇଡି ପକ୍ଷରୁ ସିସୋଦିଆଙ୍କୁ ଆଜି କୋର୍ଟରେ ହାଜର କରାଯାଇଥିଲା । ପୁଣି ୭ଦିନ ରିମାଣ୍ଡ ମାଗିଥିଲା ଇଡି। କୋର୍ଟ ରିମାଣ୍ଡ ଅବଧିକୁ ୫ଦିନ ବଢାଇଛନ୍ତି ।

ସେପଟେ ସିସୋଦିଆଙ୍କ ଓକିଲ କୋର୍ଟକୁ କହିଛନ୍ତି କି ଜେରା ନାମରେ ଇଡି ସିସୋଦିଆଙ୍କୁ କେବଳ ଏଠି ସେଠି ବସାଉଛି ଓ ଗତ ୭ଦିନ ମଧ୍ୟରେ କେବଳ ୧୧ ଘଣ୍ଟା ପଚରାଉଚରା କରିଛି । ଅନ୍ୟପଟେ ଇଡି ତରଫରୁ କୋର୍ଟକୁ କୁହାଯାଇଛି କି ଯାଂଚ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡରେ ପହଂଚିଛି । ଯଦି ଏବେ ରିମାଣ୍ଡ ପାଇଁ ଅନୁମତି ନମିଳିବ ତେବେ ସମସ୍ତ ପରିଶ୍ରମ ବେକାର ଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା