Masthead

ସ୍ଥଗିତ ରହିଲା ଡ୍ରାଇଭର ସଂଘର ଆନ୍ଦୋଳନ

ଦାବି ପୁରଣ ନହେଲେ ଆତ୍ମାହୁତି ଚେତାବନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ଥଗିତ ରହିଲା ଡ୍ରାଇଭର ସଂଘର ଆନ୍ଦୋଳନ । ଏନେଇ ଭିଡିଓ ବାର୍ତ୍ତା ଜାରି କରି ସୂଚନା ଦେଇଛନ୍ତି ମହାସଂଘ ସଭାପରି ପ୍ରଶାନ୍ତ ମେଣ୍ଡୁଲି । ସେ କହିଛନ୍ତି, ଯଦି ତିନି ମାସରେ ଆମ ଦାବି ସରକାର ନ ମାନନ୍ତି ତେବେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ହାଜର ହଜାର ଡ୍ରାଇଭର ଆତ୍ମାହୁତି ଦେବେ ନେଇ ଚେତାବନୀ ଦେଇଛନ୍ତି । ଏବଂ ଆନ୍ଦୋଳନରେ ସାମିଲ ଥିବା ସମସ୍ତ ଡ୍ରାଇଭରଙ୍କୁ ମଧ୍ୟ ଆନ୍ଦୋଳନ ସ୍ଥଗିତ ରଖିବାକୁ ନିବେଦନ କରିଛନ୍ତି ସଭାପତି। ୩ଦିନ ଧରି ଆନ୍ଦୋଳନ ଜାରି ରଖିଥିଲେ ଡ୍ରାଇଭର ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ