Masthead

ସିସୋଦିଆଙ୍କ ପିଏ ଦେବେନ୍ଦ୍ର ଶର୍ମାଙ୍କୁ ଇଡିର ସମନ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କ ପିଏ ଦେବେନ୍ଦ୍ର ଶର୍ମାଙ୍କୁ ଇଡିର ସମନ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଇଡି ହେପାଜତରେ ଅଛନ୍ତି । ସେପଟେ ମନୀଷ ସିସୋଦିଆଙ୍କ ରିମାଣ୍ଡ ଅବଧି ବଢାଇ ଦିଆଯାଇଛି । ଏବେ ଏହି ମାମଲାରେ ସିସୋଦିଆଙ୍କ ପିଏ ଦେବେନ୍ଦ୍ର ଶର୍ମାଙ୍କୁ ପଚରାଉଚରା ପାଇଁ ଇଡି ଶନିବାର ଡକାଇଥିବା ଜଣାପଡିଛି। ସୂଚନାନୁସାରେ, ପୂର୍ବରୁ ମଧ୍ୟ ପିଏ ଶର୍ମାଙ୍କୁ ଡକାଯାଇଥିଲା, କିନ୍ତୁ ସେ ସମୟ ମାଗିଥିଲେ। ଏହାପୂର୍ବରୁ ସିବିଆଇ ତାଙ୍କୁ ପଚରାଉଚରା କରିସାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା