Masthead

ହଜାରେ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ହଜାରେ ଟପିଲା କରୋନା ମୃତ୍ୟୁ ସଂଖ୍ୟା । ଆଜି ୧୫ଜଣଙ୍କ କରୋନାରେ ମୁଣ୍ଡ ଗଡ଼ିବା ପରେ ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ, କଟକ ଜିଲ୍ଲାରୁ ୨ଜଣ ବାଲେଶ୍ୱର, ବଲାଙ୍ଗୀର , ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ରାଜ୍ୟରେ ୨୮ ଶହ ୫୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬ଶହ ୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧ଶହ ୯୫ ଜଣ ସ୍ଥାନୀୟ ସଂକ୍ରମିତ ।

ଖୋର୍ଦ୍ଧାରୁ ସର୍ବାଧିକ ୩୯୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୪୪, ବାଲେଶ୍ୱରରୁ ୧୧୬, ବରଗଡ଼ରୁ ୯୫, ଭଦ୍ରକରୁ ୬୬, ବଲାଙ୍ଗୀରରୁ ୯୭, ଯାଜପୁରରୁ ୯୯, ଝାରସୁଗୁଡ଼ାରୁ ୬୯, କଳାହାଣ୍ଡିରୁ ୧୦୫, କନ୍ଧମାଳରୁ ୪୫, କେନ୍ଦ୍ରାପଡ଼ାରୁ ୯୧, କେନ୍ଦୁଝରରୁ ୬୭, କୋରାପୁଟରୁ ୪୬, ମାଲକାନଗିରିରୁ ୬୧, ଜଗତସିଂହପୁରୁ ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..