Masthead

ମାର୍ଚ୍ଚରେ ଓଡ଼ିଶା ଆସିବେ ଦିଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୨୧ରେ ଓଡ଼ିଶା ଆସିବେ ମମତା ବାନାର୍ଜୀ । ୨୨ରେ ପୁରୀ ଶ୍ରୀମନ୍ଦିର ଯାଇ ଦର୍ଶନ କରିବେ । ଏହାପରେ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି । ସୂଚନା ଅନୁସାରେ ଶୁକ୍ରବାର ମମତା ବାନାର୍ଜୀ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ଭେଟିଛନ୍ତି ।

ଏହାପରେ ମମତାଙ୍କ ଓଡ଼ିଶା ଗସ୍ତ ବାବଦରେ ସୂଚନା ମିଳିଛି । କୁହାଯାଉଛି କଂଗ୍ରେସକୁ ବାଦ୍ ଦେଇ ଅନ୍ୟ ଦଳକୁ ଏକାଠି କରି ଏକ ତୃତୀୟ ସାମୁଖ୍ୟ ଗଠନ କରିବାକୁ ଅଖିଳେଶ ଏବଂ ମମତା ରାଜି ହୋଇଛନ୍ତି । ଆଉ ଏହି ସାମ୍ମୁଖ୍ୟରେ ନବୀନଙ୍କୁ ସାମିଲ କରିବାକୁ ଦେଶର ପ୍ରମୁଖ ନେତା ଯୋଜନା କରୁଛନ୍ତି । ୨୦୨୪ ସାଧାରଣ ନିର୍ବାଚନକୁ ଆଉ ଗୋଟିଏ ବର୍ଷ ରହିଥିବାବେଳେ ତୃତୀୟ ସାମୁଖ୍ୟ ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା