Masthead

ପୁଟିନଙ୍କ ବିରୋଧରେ ଗିରଫ ପରୱାନା ଜାରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାରି ହୋଇଛି ପୁଟିନଙ୍କ ବିରୋଧରେ ଗିରଫ ପରୱାନା । ଅନ୍ତର୍ଜାତୀୟ ଅପରାଧିକ ନ୍ୟାୟାଳୟ ପୁୁଟିନଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛି । ୟୁକ୍ରେନ ବିରୋଧରେ ଯୁଦ୍ଧ କରିଥିବାରୁ ଏପରି ଗିରଫ ପରୱାନା ଜାରି ହୋଇଛି । ଆଇସିସି ପୁଟିନଙ୍କ ବିରୋଧରେ ୟୁକ୍ରେନର ପିଲାମାନଙ୍କ ବଳପୂର୍ବକ ନିର୍ବାସନର ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ।

ସେ ସିଧାସଳଖ ଏହି କାମରେ ସଂଶ୍ଳିଷ୍ଟ ଅଛନ୍ତି ଏବଂ ଅନ୍ୟମାନଙ୍କୁ ସାହାଯ୍ୟ କରିଥିବାର ପ୍ରମାଣ ରହିଛି ବୋଲି କୋର୍ଟ କହିଛନ୍ତି । ଋଷର ଶିଶୁ ଅଧିକାର କମିଶନର ମାରିଆ ଲାଭୋଭା-ବେଲୋଭାଙ୍କୁ ମଧ୍ୟ ଆଇସିସି ଅପରାଧୀ ଘୋଷଣା କରିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ପୁଟିନଙ୍କୁ ସଂପୃକ୍ତ କୋର୍ଟ ନିଜର କ୍ଷମତା ବ୍ୟବହାର କରି ଗିରଫ କରିପାରିବ ତ? କାରଣ କେବଳ ଅଦାଲତ ପ୍ରତିଷ୍ଠା ପାଇଁ ଚୁକ୍ତି ସ୍ୱାକ୍ଷର କରିଥିବା ଦେଶଗୁଡ଼ିକ ମଧ୍ୟରେ ଆଇସିସି ନିଜ କ୍ଷମତାର ବ୍ୟବହାର କରିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା