Masthead

ବଡ଼ଦାଣ୍ଡରେ ବୁଲିଲା ଖଣ୍ଡା, ୩ ଗୁରୁତର

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ବଡ଼ଦାଣ୍ଡରେ ବୁଲିଲା ଖଣ୍ଡା । ଜୁଆ ଖେଳକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ । ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କଲେ ଦୁର୍ବୃତ୍ତ । ଆକ୍ରମଣରେ ୩ ଯୁବକ ଗୁରୁତର । ଟ୍ରାଫିକ ପୋଲିସଙ୍କ ସାମ୍ନାରେ ୩ ଯୁବକଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ । ଗୁରୁତରଙ୍କୁ ପୁରୀ ସଦର‌ ମୁଖ୍ୟ ଚିକିତ୍ସାଳୟରେ କରାଯାଇଛି ଭର୍ତ୍ତି। ପୁରୀ ମାର୍କେଟ ଛକରେ ଏଭଳି ଘଟଣା ଘଟିଛି । ଗୁରୁତର ଯୁବକ ହେଲେ ହୃଷିକେଶ ପଣ୍ଡା, ଜୁଏଲ ସ୍ୱାଇଁ , ଖଗେଶ୍ୱର ସାହୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ