Masthead

ଲାଲବାହିନୀଙ୍କ ବର୍ବରକାଣ୍ଡ

ରାଇଘର (ବଡ଼ ଖବର ବ୍ୟୁରୋ): ଲାଲବାହିନୀଙ୍କ ବର୍ବରକାଣ୍ଡ । ମାଓବାଦୀଙ୍କ ଗୁଳିରେ ଗଲା ଜୀବନ । ନବରଙ୍ଗପୁର ଜିଲ୍ଲା ରାଇଘର ଅଂଚଳରେ ମାଓବାଦୀମାନେ ଗୋଟାଏ ପରେ ଗୋଟାଏ କାଣ୍ଡ ଘଟାଇ ଚାଲିଛନ୍ତି । ଗତ ଫେବୃଆରୀ ୨୩ରେ ହାତିଗାଁ ଖାଲେପାରା ଗ୍ରାମର ଚନ୍ଦନ ମଲ୍ଲିକଙ୍କୁ ଘରୁ ଡାକି ନେଇ ହତ୍ୟା କରିଥିବା ସହିତ ୧୦ ଦିନ ପୂର୍ବେ ସୀମାନ୍ତ ଚାମେନ୍ଦା ଗ୍ରାମର ନାରଦ ମାର୍କମଙ୍କୁ ହତ୍ୟା କରିଥିଲେ ।

ସେହିଭଳି ଆଜି ରାଇଘର ଥାନା ନାକଟିସିମୋଡା ପଂଚାୟତ ଲକ୍ଷ୍ମଣପୁର ଗ୍ରାମର ନାରାୟଣ ନାଗେଶଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଜଙ୍ଗଲ କାଟି ଗ୍ରାମ ବସାଇବା ଅଭିଯୋଗରେ ତାଙ୍କୁ ମୃତ୍ୟୁ ଦଣ୍ଡ ଦିଆ ଯାଇଛି ବୋଲି ଘଟଣାସ୍ଥଳରେ ପଡ଼ିଥିବା ପୋଷ୍ଟର ଗୁଡ଼ିକରେ ଉଲ୍ଲେଖ କରାଯାଇଛି । ଜଙ୍ଗଲ ମାଫିଆ ଅଭିଯୋଗ କରି ନାରାୟଣ ନାଗେଶଙ୍କୁ ହତ୍ୟା କରଯାଇଛି ବୋଲି ମୈନପୁର -ନୂଆପଡ଼ା ଡିଭିଜନାଲ୍‌ କମିଟି ପକ୍ଷରୁ ପୋଷ୍ଟର ମାଧ୍ୟମରେ ଉଲ୍ଲେଖ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ