Masthead

ହୋମଗାର୍ଡଙ୍କ ପାଇଁ ଖୁସିଖବର, ବଢ଼ିଲା ଦୈନିକ ଦରମା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହୋମଗାର୍ଡଙ୍କ ପାଇଁ ଖୁସିଖବର । ହୋମଗାର୍ଡଙ୍କ ସପକ୍ଷରେ ଆସିଲା ସୁପିମ୍ ରାୟ । ବେତନ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି ସୁପ୍ରିମକୋର୍ଟ । ହୋମଗାର୍ଡଙ୍କ ଦୈନିକ ବେତନ ୫୩୩ ଟଙ୍କାକୁ ବୃଦ୍ଧି ନେଇ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଦୈନିକ ୫୩୩ ଟଙ୍କା ବେତନ ସପକ୍ଷରେ ହାଇକୋର୍ଟ ରାୟ ଦେଇଥିଲେ । ତା’ସହ ବର୍ଦ୍ଧିତ ବେତନ ପିଛିଲା ଭାବେ ୩ ମାସ ମଧ୍ୟରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

୨୦୧୮ ଜୁନ୍ ପହିଲାରୁ ପିଛିଲା ଭାବେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ହୋମଗାର୍ଡଙ୍କୁ ରାଜ୍ୟ ସରକାର ଦୈନିକ ୩ ଶଷ ଟଙ୍କା ଦରମା ଦେଇ ଆସୁଥିଲେ । ଅନ୍ୟପଟେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବର୍ଷକୁ ୨ ଥର ବୃଦ୍ଧି ପାଇଥାଏ। ଏହି ଭତ୍ତା କର୍ମଚାରୀଙ୍କ ବେସିକ୍‌ ସାଲାରି ସହ ଯୋଡ଼ି ହେବାସହ ସମସ୍ତ ଭତ୍ତା ପ୍ରତିଶତ ଆଧାରରେ ମିଳିଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା