Masthead

କଂଗ୍ରେସର ମୁଲତବି ପ୍ରସ୍ତାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଆଣିଛି ମୁଲତବି ପ୍ରସ୍ତାବ । ଦୁର୍ନୀତି ଓ ପିସିରେ ଉବୁଟୁବୁ ଓଡ଼ିଶା ପ୍ରଶାସନ । ରାଜ୍ୟସରକାରଙ୍କ ଜିରୋ ଟଲରାନ୍ସ ନୀତି ପ୍ରହସନରେ ପରିଣତ ହୋଇଛି । ଏ ସମ୍ପର୍କୀତ ମୁଲତବି ପ୍ରସ୍ତାବ ଆଜି ବିଧାନସଭାରେ କଂଗ୍ରେସ ଆଗତ କରିଛି । କଂଗ୍ରେସ ଓ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସ୍ତାବ ଆଗତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁଲତବି ପ୍ରସ୍ତାବ ଆଲୋଚନାରେ ଭାଗ ନେଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା