Masthead

ବିଡିଓଙ୍କ ପାଇଁ ଗୃହରେ ହୋହଲ୍ଲା, ଧୋଇଗଲା ପ୍ରଶ୍ନକାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଇଡ଼ା ବିଡିଓ ବିଧାୟକଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗ । ଗୃହରେ ଲକ୍ଷ୍ମଣ ମୁଣ୍ଡାଙ୍କୁ ସମର୍ଥନ କରି ବିଜେପି ଓ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ । ଦୀର୍ଘ ତିନି ଦିନ ଧରି ଏହି ପ୍ରସଙ୍ଗ ଉଠାଉଥିଲେ ଲକ୍ଷ୍ମଣ ମୁଣ୍ଡା । ସରକାର କୌଣସି ପଦକ୍ଷେପ ନ ନେଇଥିବାରୁ ଗୃହରେ ଅସନ୍ତୋଷ ପ୍ରକାଶ କରି ଗୃହ ମଧ୍ୟରେ ନାରବାଜି। ତୁରନ୍ତ ବିଡିଓଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି । ହଟ୍ଟଗୋଳ ଯୋଗୁ ୧୧.୩୦ ପର୍ଯ୍ୟନ୍ତ ଗୃହ ମୁଲତବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼