Masthead

ରାଜ୍ୟରେ ଚାଲିଛି ଅମଲାତନ୍ତ୍ର ଶାସନ: ନରସିଂହ ମିଶ୍ର

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ବୟନ ଶିଳ୍ପ ମନ୍ତ୍ରୀ ରିତା ସାହୁ ଭେଟିବା ପ୍ରସଙ୍ଗ । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । କହିଲେ ମନ୍ତ୍ରୀ ମାନେ ସରକାର । ସରକାର ପାଖକୁ କର୍ମଚାରୀ ଯିବ ନା କର୍ମଚାରୀ ପାଖକୁ ସରକାର ଯିବ ? ରାଜ୍ୟରେ ଅମଲାତନ୍ତ୍ର ଶାସନ ଚାଲିଛି । ଦିନ ଦ୍ୱି ପ୍ରହରରେ ଗଣତନ୍ତ୍ରକୁ ଧର୍ଷଣ କରାଯାଉଛି। ମନ୍ତ୍ରୀ ଯାଇ ଭେଟୁଛନ୍ତି ମୁଖ୍ୟ ଶାସନ ସଚିବଙ୍କୁ । ତେଣୁ ଆଗକୁ ଏମିତି ଆଉ ହେବ ନାହିଁ ବୋଲି ମନ୍ତ୍ରୀ ଗୃହରେ କ୍ଷମା ମାଗନ୍ତୁ । ମୁଖ୍ୟ ଶାସନ ସଚିବ ବି ରି-ଗ୍ରେଟ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ