Masthead

ବୟସ ହୋଇନଥିବାରୁ ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷଣା

ନୂଆପଡ଼ା(ବଡ଼ ଖବର ବ୍ୟୁରୋ): ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷଣା କଲେ ଜିଲ୍ଲାପାଳ । ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ସୁନାରିସିକୁଆଁ ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି ଜିଲ୍ଲାପାଳ। ନିର୍ବାଚନ ସମୟରେ ସରପଞ୍ଚ ହୋଇଥିବା ଭୋଲେଶ୍ଵରୀ ଦାସଙ୍କ ପ୍ରାର୍ଥୀତ୍ୱ ହେବାର ବୟସ ହୋଇନଥିବା ଅଭିଯୋଗ । ଏହି ଅଭିଯୋଗକୁ ଆଧାର କରି କାଗଜପତ୍ର ଯାଞ୍ଚ ପରେ ନୂଆପଡା ଜିଲ୍ଲାପାଳ ସୁନାରିସିକୁଆଁ ସରପଞ୍ଚ ଭୋଲେଶ୍ଵରୀ ଦାସଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି।

ଗତ ବର୍ଷ ହୋଇଥିବା ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିଲେ ଭୋଲେଶ୍ୱରୀ ଦାଶ। ସରପଞ୍ଚ ପଦ ନିମନ୍ତେ ନିର୍ବାଚନ ଲଢ଼ିବାକୁ ସର୍ବନିମ୍ନ ବୟସ ସୀମା ୨୧ ରହିଛି। ମାତ୍ର ସ୍କୁଲ ସାର୍ଟିଫିକେଟ ଅନୁଯାୟୀ ନିର୍ବାଚନ ଲଢ଼ିବା ସମୟରେ ଭୋଳେଶ୍ୱରୀଙ୍କୁ ମାତ୍ର ୧୯ ବର୍ଷ ହୋଇଥିଲା। ତେବେ ଓଡିଶା ଗ୍ରାମ ପଂଚାୟତ ଆଇନ ୨୯୬୪ ଧାରା ୧୧,୨୫ ଏବଂ ୨୬ ମୁତାବକ ଜିଲ୍ଲାପାଳ ତାଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ