ଦୃଢ ହେବ ଭାରତ-ଜାପାନ ସମ୍ପର୍କ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଭାରତ ଗସ୍ତରେ ଆସିବେ ଜାପାନ ପ୍ରଧାନମନ୍ତ୍ରୀ । ଭାରତ ସହ ସମ୍ପର୍କକୁ ଦୃଢ କରିବା ପାଇଁ ମାର୍ଚ୍ଚ ୨୦ରେ ଭାରତ ଗସ୍ତରେ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ କିଶିଦା ଫୁମିଓ । ଗୋଟିଏ ଦିନ ରହିବା ପରେ ସେ ମାର୍ଚ୍ଚ ୨୧ରେ ଜାପାନ ଫେରିଯିବେ। ତାଙ୍କର ଏହି ଗସ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଫୁମିଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗକୁ ନେଇ ବିସ୍ତୃତ ଭାବରେ ଆଲୋଚନା କରିବେ ବୋଲି ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ