Masthead

ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଭାଇରାଲ

କଟକ (ବଡ଼ ଖବର ବ୍ୟୁରୋ): ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ । ପରୀକ୍ଷାକୁ ଶାନ୍ତି ଶୃଙ୍ଖଳା ଓ ସ୍ୱଚ୍ଛ ଭାବେ କରାଯିବାକୁ ଯଥେଷ୍ଟ ପନ୍ଥା ଗ୍ରହଣ କରାଯାଉଛି। ତଥାପି ପ୍ରତିବର୍ଷ କିଛି ନା କିଛି ତ୍ରୁଟି ବିଚ୍ୟୁତି ପରିଲକ୍ଷିତ ହେଉଛି। ଆଜି ଦୁଇଟି ପେପର ଲିକ୍ ହେଉଥିବା ଖବର ଆସିଥିଲେ ବି ଏହାର ସ୍ପଷ୍ଟତା ଜଣାପଡିନାହିଁ। ତେବେ ପରୀକ୍ଷା ପୂର୍ବରୁ ମୋବାଇଲରୁ ମୋବାଇଲ ଦୁଇଟି ପେପର ଘୁରିବୁଲୁଥିବା କୁହାଯାଉ ଥିବାବେଳେ ।

ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ସ୍ପଷ୍ଟ କରିନାହିଁ। ଆଜି ଇତିହାସ ଓ ରାଜନୀତି ବିଜ୍ଞାନ ପରୀକ୍ଷା ଥିଲା । ହେଲେ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଅଭିଯୋଗ ଆସିଛି। ହେଲେ ଭାଇରାଲ ହେଉଥିବା ପ୍ରଶ୍ନପତ୍ର ଆଜି ହେଉଥିବା ପରୀକ୍ଷାର ବୋଲି ସ୍ପଷ୍ଟ ହୋଇନାହିଁ ବୋଲି ବୋର୍ଡ ସଭାପତି ରାମାଶିସ ହାଜରା କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ