Masthead

ବିନା ଦେୟରେ ଆଧାର ଅପଡେଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରତ୍ୟେକ ସରକାରୀ କାର୍ଯ୍ୟ ପାଇଁ ଆଧାର କାର୍ଡକୁ ବାଧ୍ୟତାମୂଳକ କରାଯାଇଛି । ଏହା ଅପ-ଟୁ-ଡେଟ ନହେଲେ ସରକାରୀ ସୁବିଧା ସୁଯୋଗ ହାତ ଛଡ଼ା ହେବାର ସମ୍ଭାବନା ରହିଛି । ଅନଲାଇନ ମାଧ୍ୟମରେ ଆଧାର କାର୍ଡ ଅପଡେଟ୍ ପାଇଁ ସୁବିଧା ରହିଛି । ଏହି ସୁବିଧାର ଫାଇଦା ଉଠାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ୧୫ ମାର୍ଚ୍ଚରୁ ୧୪ ଜୁନ ମଧ୍ୟରେ ବିନା ଦେୟରେ ଅର୍ଥାତ ମାଗଣାରେ ଆଧାର କାର୍ଡ ଅପଡେଟ କରିହେବ । ଅଫଲାଇନରେ ଅପଡେଟ କଲେ ୫୦ ଟଙ୍କା ଦେବାକୁ ପଡିବ ବୋଲି ସରକାରୀ ଭାବେ କୁହାଯାଇଛି । ଜନସେବା କେନ୍ଦ୍ରରେ ଅନଲାଇନ ମାଧ୍ୟମରେ ଆଧାର କାର୍ଡ ଅପଡେଟ କରିବା ସବୁଠାରୁ ବୁଦ୍ଧିମତାର କାମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ