Masthead

କାଳବୈଶାଖୀ, ୧୭ଟି ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ପ୍ରବଳ ବର୍ଷା । ଉପାନ୍ତରୁ ଉପକୂଳ ସବୁଠି ବିଜୁଳି ଘଡଘଡି ସହ ବର୍ଷା ପବନ । ଆଜି କାଳବୈଶାଖୀ ବର୍ଷା ପାଇଁ ୧୭ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପୂରା ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ ଏବଂ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ।ଗତକାଲି ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା । ଉପକୂଳ ଓଡ଼ିଶା ସହ, କୋରାପୁଟ ଏବଂ ଭୁବନେଶ୍ୱର ରେ ମଧ୍ୟ ବର୍ଷାର ପ୍ରଭାବ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ