Masthead

ଲିଭିଲା ନିଆଁ, ନାଚିଲେ କର୍ମଚାରୀ

ରାଇଘର (ବଡ଼ ଖବର ବ୍ୟୁରୋ): ଜଳୁଥିଲା ଜଙ୍ଗଲ । ନିଆଁର ଆଁରେ ନଷ୍ଟ ହେଉଥିଲା ମୂଲ୍ୟବାନ ଗଛ । ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ କରିବାକୁ ବନ ବିଭାଗ ନାକେଦମ ହୋଇଯାଇଥିଲେ । କିନ୍ତୁ ପ୍ରକୃତି ଢାଲିଲା ଆର୍ଶୀବାଦ । ଜିଲ୍ଲାରେ ସନ୍ଧ୍ୟା ପରେ ଲଗାତାର ଝିପ୍ ଝିପ ବର୍ଷା ଲାଗି ରହିଛି । ପୂର୍ବରୁ ଅସରାଏ ଅସରାଏ ବର୍ଷାରେ ଜଙ୍ଗଲ ନିଆ ନିୟନ୍ତ୍ରଣ ଥିଲା କିନ୍ତୁ ଗତକାଲି ସନ୍ଧ୍ୟାରେ ବର୍ଷା ପରେ ଜିଲ୍ଳାରେ ଜିରୋ ଫାୟାର ପଏଣ୍ଟ ହୋଇଯାଇଛି। ବର୍ଷା ଯୋଗୁଁ ବନ ବିଭାଗ କର୍ମଚାରୀ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି । ବର୍ଷାରେ ଭିଜି ଭିଜି ନାଚି ଉଠିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’