Masthead

ବିଦ୍ୟୁତ ତାର ଲାଗି ଦନ୍ତା ମୃତ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ତାର ଲାଗି ଦନ୍ତା ମୃତ । କେନ୍ଦୁଝର ଚମ୍ପୁଆ ରେଞ୍ଜ୍‌ ବାମେବାରି ବିଟ୍‌ ବସନ୍ତପୁର ଜଡ଼ିପଦାସାହିରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ତା’ର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ହାତୀଟି ଗତକାଲି ବିଳମ୍ବିତ ରାତିରେ ଖାଦ୍ୟ ଅନ୍ୱେଷଣରେ ଏହି ଅଞ୍ଚଳରେ ବୁଲିଥିବା ବେଳେ ଏହି ଘଟଣା ଘଟିଯାଇଛି। ଆଜି ସକାଳ ସମୟରେ ଏହି ଘଟଣା ଘଟିଛି। ଏକ ବିଦ୍ୟୁତ ଖୁଣ୍ଟର ଷ୍ଟେ ତାରରେ କରେଣ୍ଟ ପ୍ରବାହିତ ହେଉଥିଲା।  ହାତୀଟି ସେହି ଷ୍ଟେ ତା’ର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା