Masthead

କଂଗ୍ରେସ ଦଳ ମାନସିକ ବ୍ୟାଧିଗ୍ରସ୍ତ: ଜେପି ନଡ୍ଡା

ତାମିଲନାଡୁ (ବଡ଼ ଖବର ବ୍ୟୁରୋ): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି. ନଡ୍ଡା ରବିବାର କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ରାହୁଲ ଗାନ୍ଧୀ ଗଣତନ୍ତ୍ରର ପ୍ରତ୍ୟେକ ସୀମା ଅତିକ୍ରମ କରିଛନ୍ତି। ଇଂଲଣ୍ଡକୁ ଯାଇ ସେ ଭାରତରେ ଗଣତନ୍ତ୍ର ବିପଦରେ ଥିବା କହିଛନ୍ତି । ଆଜି କଂଗ୍ରେସ ଦଳ ମାନସିକ ବ୍ୟାଧିଗ୍ରସ୍ତ। ନଡ୍ଡା କହିଛନ୍ତି, ’୨୦୧୪ ପୂର୍ବରୁ ଦେଶ କିପରି ଥିଲା? ଆମ ଦେଶ ଦୁର୍ନୀତିରେ ଭରି ରହିଥିଲା।

ସରକାରୀ ନୀତି ପକ୍ଷାଘାତ ହୋଇଥିଲା । ତାମିଲନାଡୁ ଏକ ପଛୁଆ ରାଜ୍ୟ ଥିଲା। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱକୁ ଏକ ନୂଆ ରାସ୍ତା ଦେଖାଉଛି। ମୋଦି ଭାରତର ରାଜନୈତିକ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି। ମୁଁ ଯୁବକମାନଙ୍କୁ ଦେଶର ପ୍ରତ୍ୟେକ କୋଣ ଅନୁକୋଣକୁ ଯାଇ ଭାରତୀୟ ରାଜନୀତିରେ ପ୍ରଧାନମନ୍ତ୍ରୀ ମୋଦି ଆଣିଥିବା ପରିବର୍ତ୍ତନ ବିଷୟରେ କହିବାକୁ ଅନୁରୋଧ କରୁଛି।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା