Masthead

ଫେମସ୍ ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଫେମସ୍ ଡିଜେ ଆଜେକ୍ସ ବା ଅକ୍ଷୟ କୁମାରଙ୍କ ସନ୍ଦେହଜନକ ମୃତ୍ୟୁ। । ଖାରବେଳନଗର ସ୍ଥିତ ନିଜ ଘରେ ବେଡ଼ସିଟ୍ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା। କବାଟ ଭାଙ୍ଗି ଝୁଳନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କଲେ ପରିବାର ଲୋକେ। ଗତକାଲି ବିଳମ୍ବିତ ସନ୍ଧ୍ୟାରେ ଘଟିଛି ଘଟଣା। ଗତକାଲି ଝଡ଼ ବର୍ଷା ବେଳେ କରେଣ୍ଟ ଯିବା ପରେ ନିଜ ରୁମରେ ଅକ୍ଷୟ କୁମାର ଆତ୍ମହତ୍ୟା କରିଥିବା ସୂଚନା ଦେଇଛନ୍ତି ତାଙ୍କ ଦାଦା। କରେଣ୍ଟ ଅସିବା ପରେ ଅକ୍ଷୟଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ। ପରେ ତାଙ୍କୁ ଉଦ୍ଧାର କରି ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣାକରିଥିଲେ। ତେବେ ମୃତ୍ୟୁ ପଛର କାରଣ ବର୍ତ୍ତମାନ ସୁଦ୍ଧା ଜଣା ପଡି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ