Masthead

ବାଲୁକା କଳାରେ ପଖାଳ ଦିବସ

ପୁରୀ (ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ୨୦ ତାରିଖ ହେଉଛି ବିଶ୍ୱ ପଖାଳ ଦିବସ । ଏହି ଅବସରରେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକା କଳା ଦ୍ୱାରା ପଖାଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ବାଲୁକା କଳାରେ ପଖାଳ ସାଙ୍ଗକୁ ବିଭିନ୍ନ ପ୍ରକାର ବ୍ୟଞ୍ଜନ ନିର୍ମାଣ କରାଯାଇଛି । ପିତଳ କଂସାରେ ପଖାଳ ସହ ସମସ୍ତ ପ୍ରକାର ଓଡ଼ିଆ ଖାଦ୍ୟକୁ ପରସାଯାଇଛି । ସଜ ପଖାଳ ଓ ଦହିପଖାଳ ର ଚିତ୍ର ବାଲୁକା କଳା ମାଧ୍ୟମରେ ଶୋଭାପାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼