Masthead

ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି, ଅପରାହ୍ନ ୪ଟା ଯାଏଁ ମୁଲତବି

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହରେ ବିରୋଧୀ ଦଳ ବିଜେପି ପକ୍ଷରୁ ହଟ୍ଟଗୋଳ । ବିଧାନସଭାରେ ଉଠିଲା ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ । ଗୃହ ଆରମ୍ଭରୁ ଏହି ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ । ଏହା କ’ଣ ସରକାରଙ୍କ ୫ଟି ବୋଲି କହି ସରାକାରଙ୍କୁ ଘେରିଲେ ବିରୋଧୀ । ଏହାକୁ ସମର୍ଥନ ଦେଲା କଂଗ୍ରେସ ।

ଗୃହର ମଧ୍ୟ ଭାଗକୁ ଆସି ହୋ-ହଲ୍ଲା କରିବା ସହ ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ ବିରୋଧୀ ଦଳ ସଦସ୍ୟ । ଏପରିକି ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଥିଲେ । ତେବେ ସ୍ୱାଭାବିକ ଭାବେ ଗୃହ ନ ଚାଲିବାରୁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି କଲେ ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ