Masthead

ବିଧାନସଭା ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୋଲିସ-ଛାତ୍ର କଂଗ୍ରେସ ମୁହାଁମୁହିଁ । ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ । ବିଧାନସଭା ଘେରାଉ ପାଇଁ ଯିବାବେଳେ ପୋଲିସ ସହ ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଛନ୍ତି । ନବ ଦାସ ହତ୍ୟା ପ୍ରସଙ୍ଗରେ ସୁଶାନ୍ତ ସିଂହଙ୍କୁ ତଦନ୍ତ ପରିସର ଭୁକ୍ତ କରିବାକୁ ଦାବି କରିଛି ଛାତ୍ର କଂଗ୍ରେସ । ବିଧାୟକ ସୁଶାନ୍ତ ସିଂଙ୍କ ଘରକୁ ଟମାଟୋ ମାଡ଼ ମଧ୍ୟ କରିଛି ଛାତ୍ର କଂଗ୍ରେସ । ଆଜି ବିଧାୟକ ସୁଶାନ୍ତ ସିଂହଙ୍କ ବାସଭବନ ଘେରିବା ସହ ତାଙ୍କ ଘର ଉପରକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ