Masthead

ପ୍ରଶ୍ନକାଳକୁ ବିରୋଧ କରିବା କେଉଁ ସମ୍ବିଧାନରେ ଲେଖା: ଅରୁଣ ସାହୁ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କହି ଦେଉ ଥାଏ ପରକୁ, ବୁଦ୍ଧି ନ ଦିଶଇ ଘରକୁ । ଏଭଳି କହି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ବିଧାନସଭାରେ ଶାସକ ଏବଂ ବିରୋଧୀଙ୍କ କହିବାର ଅଧିକାର ଅଛି । ବିରୋଧୀଙ୍କର କହିବାର ସମୟ ଅଧିକ । ପ୍ରଶ୍ନକାଳକୁ ବିରୋଧ କରିବା କେଉଁ ସମ୍ବିଧାନରେ ଲେଖା ଅଛି ବୋଲି ପ୍ରଶ୍ନ କରିଛନ୍ତି ଅରୁଣ ସାହୁ । ତାଙ୍କ ନିଜ ଉପରେ କିମ୍ବା ଦଳ ଉପରେ ନିୟନ୍ତ୍ରଣ ନାହିଁ ।

ବିରୋଧୀ ସବୁ ସମୟ ନେବେ ବୋଲି କହିବା ଠିକ ନୁହେଁ । ଗୃହରେ ଉଠାଇବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କଥା ଅଛି । ବିଜେପି କଂଗ୍ରେସ ଦିଲ୍ଲୀରେ ପରସ୍ପର ଭିତରେ ଗଡ଼ାଗଡ଼ି ହେଉଛନ୍ତି । କିନ୍ତୁ ଏଠି କୋଳାକୋଳି ହେଉଛନ୍ତି କାହିଁକି ବୋଲି କହିଛନ୍ତି ଅରୁଣ । ବିଧାନସଭାକୁ ବନ୍ଦ କରି ବାହାରେ ଆଲୋଚନା କରୁଛନ୍ତି ବୋଲି ଅଭିଯୋଗ ଆଣିଲେ ଅରୁଣ । ଗୃହ ଚଳାଇବା କଥା କହୁଛନ୍ତି କିନ୍ତୁ ବିରୋଧୀ ଚଳାଇ ଦେଉନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା