Masthead

ପଂଚାୟତ କାର୍ୟ୍ୟ ନିର୍ବାହୀ ଅଧିକାରୀ ନିଲମ୍ବିତ ହେବେ

ଯାଜପୁର(ବଡ଼ ଖବର ବ୍ୟୁରୋ): ଯାଜପୁର ଜ଼ିଲ୍ଲା ବିଞ୍ଜାରପୁର ବ୍ଲକ ଅଭିଯୋଗ ଶୁଣାଣି ଶିବିରରେ ପଂଚାୟତ କାର୍ୟ୍ୟ ନିର୍ବାହୀ ଅଧିକାରୀ ନିଲମ୍ବିତ ହେବେ ବୋଲି ଜ଼ିଲ୍ଲାପାଳ ସୂଚନା ଦେଇଛନ୍ତିଫ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ କଏଣା ରଘୁନାଥପୁର ପଞ୍ଚାୟତରେ ୨୦୧୯-୨୦ ଏବଂ ୨୦୨୦-୨୧ ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୯ ଜଣ ହିତାଧିକାରୀଙ୍କ ଘର ନିର୍ମାଣ ହୋଇନାହିଁ । କିସ୍ତି ବି ଉଠାଇନାହାନ୍ତି । କିନ୍ତୁ ଟଙ୍କା ଅନ୍ୟ କାହା ଆକାଉଣ୍ଟକୁ ଯାଇଥିବା ଉଭୟ ବ୍ଲକ୍ ଏବଂ ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା । ଏପରିକି ଭିକ୍ଷାବୃତ୍ତି କରି ଚଳୁଥିବା ଗୀତା ପାଣ୍ଡଵଙ୍କ ଅର୍ଥକୁ ଦଲାଲମାନେ ହଡପ ହୋଇଛି । ଅଭିଯୋଗ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତଦନ୍ତ କରା ଯାଇଥିଲା।

ତେବେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲାପାଳ । ତଦନ୍ତ ଚାଲିଥିବା ବେଳେ ଜଷର ଅଭିଯୋଗକାରୀଙ୍କ ଟଙ୍କା ରିକୋଭାରି ହୋଇଛି । ଅନ୍ୟମାନଙ୍କର ଟଙ୍କା ରିକୋଭାରୀ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା