Masthead

ମମତାଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆଜି ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ । ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟିଏମସି ସୁପ୍ରିମୋ ଭେଟିବାର କାର୍ୟ୍ୟକ୍ରମ ରହିଛି । ମମତା ବାନାର୍ଜୀ କଂଗ୍ରେସ ସହ ମେଂଟ କରିବେ ନାହିଁ ବୋଲି ପୂର୍ବରୁ ଘୋଷଣା କରିଥିବାରୁ ତୃତୀୟ ସାମ୍ମୁଖ୍ୟ ମେଣ୍ଟ ପ୍ରସଙ୍ଗ ମଧ୍ୟ ଚର୍ଚ୍ଚାରେ ସ୍ଥାନ ପାଇପାରେ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଗତ ଶୁକ୍ରବାର ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ଭେଟିଛନ୍ତି । ଏହାପରେ ମମତାଙ୍କ ଓଡ଼ିଶା ଗସ୍ତରେ ଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ