୬ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ବାରିପଦା (ବଡ଼ ଖବର ବ୍ୟୁରୋ): କୁଡୁମୀ ଜାତିକୁ ଆଦିବାସୀ ମାନ୍ୟତା ଦାବିରେ ଆଜି ୬ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦେଇଛି କୁଡ଼ୁମୀ ସେନା। ସକାଳ ୬ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆ ଯାଇଛି। ଫଳରେ ଜାତୀୟ ରାଜପଥ ୧୮ ଓ ଜାତୀୟ ରାଜପଥ ୪୯କୁ ସମ୍ପୂର୍ଣ ବନ୍ଦ କରି ଦିଆ ଯାଇଛି। କୁଡୁମି ସେନାର କର୍ମୀମାନେ ପିକେଟିଂ କରୁ ଥିବାର ଦେଖିବାକୁ ମିଳିଛି।

ରାସ୍ତାର ଉଭୟ ପାର୍ଶ୍ଵରେ ଗାଡ଼ି ଗୁଡ଼ିକ ଛିଡା ହୋଇଥିବାର ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲ୍ଲାର ବାରିପଦା,ରାଇରଙ୍ଗପୁର,ଉଦଳା,କରଞ୍ଜିଆ,ସାରସକଣା ଆଦି ସ୍ଥାନରେ ଏହି ବନ୍ଦ ପାଳନ କରାଯାଉଛି । ଗାଡ଼ି ମଟର, ଦୋକାନ ବଜାର ସବୁ ବନ୍ଦ ହେବା ଫଳରେ ଲୋକମାନେ ଅସୁବିଧାର ସମ୍ମୁଖିନ ହେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’