Masthead

ବଜେଟ ବନ୍ଦ କରନାହିଁ: କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଜେଟକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ବିଧାନସଭାରେ ମଙ୍ଗଳବାର ଉପସ୍ଥାପନ ହେବନାହିଁ ବଜେଟ। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ ଅଛି ଯେ, ଦେଶର ୭୫ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ କୌଣସି ରାଜ୍ୟର ବଜେଟକୁ ବନ୍ଦ କରାଯାଇଛି। ଦିଲ୍ଲୀବାସୀଙ୍କ ଉପରେ କାହିଁକି ରାଗିଛ? ଦୟାକରି ଦିଲ୍ଲୀ ବଜେଟ ବନ୍ଦ କରନ୍ତୁ ନାହିଁ। ଦିଲ୍ଲୀବାସୀ ଆପଣ ପାଖେ ହାତ ଯୋଡି ପ୍ରାର୍ଥନା କରୁଛୁ ବଜେଟ ପାସ କରିଦିଅନ୍ତୁ। କେଜ୍‌ରିଓ୍ବାଲ କହିଛନ୍ତି ଏହା ଭାରତ ଇତିହାସରେ ପ୍ରଥମ ଥର ପାଇଁ ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’