Masthead

ଟିଫିନ ବୋମା ଜବତ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ପୋଲିସକୁ ମିଳିଛି ବଡ଼ ସଫଳତା । ମାଓବାଦୀଙ୍କ ଲକ୍ଷ୍ୟ ଭ୍ରଷ୍ଟ ହୋଇଛି । ଓଡ଼ିଶା ପୋଲିସ ମାଓବାଦୀଙ୍କ ଯୋଜନା ପଣ୍ଡ କରିବାକୁ ଯାଇ ଜବତ କରିଛି ବପୁଳ ବିସ୍ଫାରକ । ଆନ୍ଧ୍ର ଓଡ଼ିଶା ସୀମାର କୁସୁମପୁଟ ନିକଟରେ ଓଡ଼ିଶା ପୋଲିସ ପାଟ୍ରୋଲିଙ୍ଗ କରୁଥିବାବେଳ ୬୦ କେଜି ବିଦୁ୍ୟତ ତାର, ୬ ଟିଫିନ ବୋମା, ବହୁ ପରିମାଣର ବାରୁଦ, ୨ ଟି ୱାକିଟକି ସହ ବହୁ ବିସ୍ଫୋରକ ସାମଗ୍ରୀ ଜବତ କରିଛି । ବୋମା ନିଷ୍କ୍ରିୟକାରୀ ଦଳ ସବୁ ସବିସ୍ଫୋରକକୁ ଅକାମି କରି ଦେଇଛନ୍ତି । ଛତିଶଗଡ଼-ଆନ୍ଧ୍ର-ଓଡ଼ିଶା ସୀମାରେ ଓଡ଼ିଶା ପୋଲିସ ନିୟମିତ କମ୍ବିଂ ଅପରେଶନ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ