Masthead

 ପୋଲିସର ଅପରେସନ କ୍ଲିନ୍ କ୍ରିମିନାଲ୍

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ପୋଲିସର ଅପରେସନ କ୍ଲିନ୍ କ୍ରିମିନାଲ୍ ଜାରି । ଅପରାଧି ଚିତ୍ତରଞ୍ଜନ ମହାନ୍ତିର ବେଆଇନ ନିର୍ମାଣ ଭାଙ୍ଗିଲା ପୋଲିସ । ଟିଟିଲାଗଡ ବିଜାଖମନ ଇଡକୋ ଶିଳ୍ପାଞ୍ଚଳ ସ୍ଥିତ ଆର୍ଯ୍ୟ ରିସର୍ଟ ଓ ମ୍ୟାରେଜ ପ୍ୟାଲେସ ଧ୍ଵଂସ । ବୁଲଡୋଜର ଚଢାଇ ଚିତ୍ତର ଘର ଧୂଲିସାତ୍ କଲା ପୋଲିସ । ଏସ୍ପି, ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଘର ଭଙ୍ଗାଯାଇଛି । ହିଟ ଏଣ୍ଡ ରନ୍ ମାମଲାରେ ଗିରଫ ହୋଇ ଏବେ ଜେଲରେ ଅଛି ଚିତ୍ତ ମହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା