Masthead

ଲୋକେ କୁହନ୍ତୁ କିଏ ଠିକ୍ କହୁଛି, କିଏ ଭୁଲ କହୁଛି: ନରସିଂହ ମିଶ୍ର

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୃହରେ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା । ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ସଦସ୍ୟଙ୍କ ହଲ୍ଲାବୋଲ । କ’ଣ ପାଇଁ କଂଗ୍ରେସ ଦଳର ନେତାଙ୍କୁ କହିବାକୁ ଦିଆ ଗଲାନି ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ସଦସ୍ୟ। ଗୃହର ପ୍ରତ୍ୟେକଟି କାର୍ଯ୍ୟକୁ ସିଧାପ୍ରସାରଣ କରିବାକୁ ଶୂନ୍ୟକାଳରେ ବାଚସ୍ପତିଙ୍କୁ ନିବେଦନ କଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ଆମେ ଯାହା ଗୃହରେ କରୁଛି ତାହା ଲୋକେ ଜାଣନ୍ତୁ ବୋଲି କହିଛନ୍ତି ନରସିଂହ ମିଶ୍ର । ଲୋକେ ବିବେଚନା କରନ୍ତୁ କିଏ କହୁଛି ଭୁଲ କିଏ କହୁଛି ଠିକ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ