Masthead

ଓଡ଼ିଶାର ୭ ସହରରେ ବାୟୁ ପ୍ରଦୂଷଣ ସାଂଘାତିକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିପଜ୍ଜନକ ସ୍ଥିତିରେ ରାଜ୍ୟର ୭ ସହର । ଓଡ଼ିଶାର ୭ ସହରରେ ବର୍ତମାନ ବାୟୁ ପ୍ରଦୂଷଣ ସାଂଘାତିକ । ଭୁବନେଶ୍ୱର, କଟକ, ଅନୁଗୁଳ, ରାଉରକେଲା, ତାଲଚେର, ବାଲେଶ୍ୱର ଓ କଳିଙ୍ଗନଗରରେ ବାୟୁ ପ୍ରଦୂଷଣ ସାଂଘାତିକ । ଏହାକୁ ଦୃଷ୍ଟିରେ ରଖି ଏହି ସହର ଗୁଡ଼ିକୁ ନନ୍ ଆଟେନ୍‌ମେଣ୍ଟ ସିଟି ଭାବେ ଚିହ୍ନଟ କରାଯାଇଛି । ରାଜ୍ୟର ୭ ସହରରେ ପ୍ରଦୂଷଣ ମାତ୍ରା ବିପଜ୍ଜନକ ସ୍ଥିତିରୋ

ଏନେଇ ବିଧାନସଭାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ସୂଚନା ଦେଇଛନ୍ତି । ନନ୍‌ ଆଟେନ୍‌ମେଣ୍ଟ ସିଟି ଅର୍ଥାତ୍‌ ଯେଉଁ ସହରରେ ପ୍ରଦୂଷଣର ମାତ୍ରା ବିପଦଜନକ ସ୍ଥିତିରେ ଥାଏ ତାକୁ ଏହି ଶ୍ରେଣୀରେ ଅନ୍ତର୍ଭୁକ୍ତ କରାଯାଇଥାଏା ଟ୍ୱିନ୍ ସିଟି ସମେତ ଅନ୍ୟ ୫ ସହରରେ ପ୍ରଦୂଷଣ ମାତ୍ରା ଅଧିକ ରହିଛି। କେନ୍ଦ୍ର ସରକାର ଏସବୁ ସହରର ସ୍ଥିତି ସୁଧାରିବାକୁ ୫୪ କୋଟିରୁ ଅଧିକ ଟଙ୍କା ଦେଇଥିବା ଗୃହରେ ସୂଚନା ଦେଇଛନ୍ତି ମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ