Masthead

ସାମ୍ନାକୁ ଆସିଲା ଡିଜେ ଆଜେକ୍ସଙ୍କ ଶେଷ ଅଡିଓ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଆ ଡିଜେ ଆଜେକ୍ସଙ୍କ ଆତ୍ମହତ୍ୟାକୁ ନେଇ ତଦନ୍ତ ଚଳାଇଛି ପୋଲିସ । ଏହାରି ଭିତରେ ସାମ୍ନାକୁ ଆସିଛି ଆଜେକ୍ସଙ୍କ ଶେଷ ଫଟୋ ଓ ଅଡିଓ ରେକର୍ଡ । ମୃତ୍ୟୁ ପୂର୍ବରୁ ଆଜେକ୍ସ ତାଙ୍କ ପ୍ରେମିକାଙ୍କୁ ପଠାଇଥିବା ସିଡ୍ୟୁଲ ମେଲ୍ ଏବଂ କିଛି ଅଡିଓ ଫାଇଲ । ଯେଉଁଥିରେ ବ୍ରେକ ଅପ୍ କାରଣରୁ ଏଭଳି ଏକ ଚରମନିଷ୍ପତି ନେଇଥିବା କଥା ସ୍ୱୀକାର କରିଛନ୍ତି ଆଜେକ୍ସ ।

ପ୍ରେମିକାର ଆଉ ଜଣେ ପୁରୁଷ ବନ୍ଧୁଙ୍କ ସହ ସଂପର୍କକୁ ନେଇ ସହିପାରିନଥିଲେ ଡିଜେ ଆଜେକ୍ସ । ଏହାପରେ ପ୍ରେମିକା ଉପହାର ଦେଇଥିବା ସାର୍ଟ ପିନ୍ଧି କାନ୍ଦି କାନ୍ଦି ସେଲଫି ନେଇଥିଲେ । ଏବଂ ତାପରେ ମେଲରେ ମନର କଥା କହି ଆତ୍ମହତ୍ୟା କରିଛନ୍ତି । ଆଜେକ୍ସଙ୍କ ମୃତ୍ୟୁକୁ ୪ ଦିନ ବିତିଛି । ଏହାରି ଭିତରେ ପୋଲିସ ଦୁଇଟି ଟିମ୍ ଗଠନ କରି ଆତ୍ମହତ୍ୟାର କାରଣ ଖୋଜୁଛି । ବାନ୍ଧବୀଙ୍କୁ ମଧ୍ୟ ପୋଲିସ ଜେରା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼