Masthead

ଟଙ୍କା ଲୋଭରେ ୨ବର୍ଷର ପୁଅକୁ ବିକିଦେଲା ଵାପ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ):୨ବର୍ଷର ପୁଅକୁ ବିକିଦେଲା ଵାପ । କେଇଟା ଟଙ୍କା ଲୋଭରେ ୨ବର୍ଷର ପୁଅକୁ ବାପା ବିକି ଦେଇଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ଜାମୁଝାଡ଼ି ଅଞ୍ଚଳରେ । ଜଣେ ବାପା ନିଜ ଜନ୍ମ କଲା ୨ ବର୍ଷର ଶିଶୁପୁତ୍ରକୁ ମାତ୍ର ୧୮ ହଜାର ଟଙ୍କାରେ ବିକି ଦେଇଥିବା ସମସ୍ତଙ୍କୁ ଚକିତ କରିଛି । ଶିଶୁ ପୁତ୍ରକୁ ବିକ୍ରି କରିଥିବା ବାପା ନାଁରେ ମା ଭଦ୍ରକ ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ