Masthead

ନବୀନ-ମମତା ସାକ୍ଷାତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ମମତା ବାନାର୍ଜୀ । ଅପରାହ୍ନରେ ନବୀନ ନିବାସରେ ହେବ ସାକ୍ଷାତ । ଅପରାହ୍ନ ୪ଟାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମମତା କହିଛନ୍ତି, ହକି ବିଶ୍ୱକପ୍ ସମୟରେ ତାଙ୍କୁ ଓଡ଼ିଶା ଆସିବାକୁ ନବୀନ ନିମନ୍ତ୍ରଣ କରିଥିଲେ ।

କିନ୍ତୁ ମମତା ସେତେବେଳେ ଆସିପାରି ନଥିଲେ, ହେଲେ ପ୍ରତିଶ୍ରୁତି ଦେଇଥିଲେ ଯେ, ଯେତେବେଳେ ଓଡ଼ିଶା ଆସିବେ, ନବୀନଙ୍କୁ ନିଶ୍ଚୟ ଭେଟିବେ । ଏହାକୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି ମମତା ବାନାର୍ଜୀ କହିଛନ୍ତି । ତୃତୀୟ ସାମୁଖ୍ୟ ଗଠନ ନେଇ ଚୁପ ରହିଛନ୍ତି ମମତା । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ସାମୁଖ୍ୟକୁ ନା କହିଛନ୍ତି । ଗତକାଲି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମମତା ବାନାର୍ଜୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ