Masthead

‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ଼ କଲେ ରାଜ୍ୟ ସରକାର । ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି । ଓଡ଼ିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ୟ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?