Masthead

‘ନୋଟିସର ଜବାବ ଦେବି’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସତ୍ୟବାଦୀର ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ଅଡୁଆ ବଢିବାରେ ଲାଗିଛି । ପିପିଲି ବିଧାୟକ ପ୍ରଦୀପ ମହାରଥିଙ୍କ ପୁରୀ ସ୍ୱର୍ଗଦ୍ୱାରରେ ଅନୁଷ୍ଠିତ ଅନ୍ତେଷ୍ଟିରେ ସେ ଯୋଗଦେଇଥିଲେ । ସେତେବେଳକୁ ବିଧାୟକ ଉମାକାନ୍ତ କରୋନା ପଜିଟିଭ ଥିଲେ । ସେଠାରେ ଉପସ୍ଥିତ ଥିବା ଅନ୍ୟ ଲୋକମାନଙ୍କୁ କରୋନା ହେବାର ଆଶଙ୍କା ସୃଷ୍ଟି ହୋଇଥିଲା । ବିଧାୟକ କରୋନା ଗାଇଡଲାଇନ୍ ଉଲ୍ଲଘଂନ କରୁଥିବା ଅଭିଯୋଗରେ ଜଗନ୍ନାଥ ସେନା ପକ୍ଷରୁ ପୁରୀ ସମୁଦ୍ରକୂଳ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ଆଜି ସମୁଦ୍ରକୂଳ ପୁଲିସ ଭୁବନେଶ୍ୱରରେ ପହଞ୍ôଚଥିଲା । ବିଧାୟକଙ୍କ ସରକାରୀ ବାସଭବନରେ ପୁଲିସ ପହଞ୍ôଚ ତାଙ୍କୁ ନୋଟିସ ଦେଇଛି । ନୋଟିସ୍ ପାଇଥିବା ବିଧାୟକ ସ୍ୱୀକାର କରିଛନ୍ତି । ତେବେ ସେ ତାଙ୍କ ଓକିଲଙ୍କ ସହ ଆଲୋଚନା କରି ନୋଟିସର ଉତ୍ତର ଦେବେ ବୋଲି ବିଧାୟକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ