Masthead

ମୋଦିଙ୍କ ପରେ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପ ଏବଂ ବିଜେପି ମଧ୍ୟରେ ‘ପୋଷ୍ଟର ଯୁଦ୍ଧ’ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିରୋଧୀ ପୋଷ୍ଟର। ପୋଷ୍ଟର ଲାଗିବା ଦିଲ୍ଲୀ ରାଜନୀତିକୁ ସରଗରମ କରିଛି। ମଣ୍ଡି ହାଉସ ନିକଟରେ ଥିବା ପୋଷ୍ଟରରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କ ଫଟୋ ରହିଛି। ପୋଷ୍ଟରରେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଅସାଧୁ, ଲାଞ୍ଚୁଆ ଏବଂ ଏକଛତ୍ରବାଦୀ ଶାସକ ବୋଲି ମଧ୍ୟ ବର୍ଣ୍ଣନା କରାଯାଇଛି। ପୋଷ୍ଟରରେ ଲେଖା ଅଛି- ଅରବିନ୍ଦ କେଜ୍ରିୱାଲଙ୍କୁ ହଟାନ୍ତୁ, ଦିଲ୍ଲୀକୁ ବଞ୍ଚାନ୍ତୁ’।

ଏଠାରେ ବିଶେଷ କଥା ହେଉଛି, ଆବେଦନକାରୀଙ୍କ ବଦଳରେ ଭାଜପାନେତା ମନଜିନ୍ଦର ସିଂ ସିର୍ସାଙ୍କ ନାମ ଉଲ୍ଲେଖ କରାଯାଇଛି। ସେପଟେ ଏହାପୂର୍ବରୁ ମାର୍ଚ୍ଚ ୨୧ରେ ଦିଲ୍ଲୀ ସହରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟର ଦେଖିବାକୁ ମିଳିଥିଲା। ଏହା ବିରୋଧରେ ଦିଲ୍ଲୀ ପୋଲିସ ପ୍ରାୟ ୧୦୦ଟି ମାମଲା ରୁଜୁ କରିଥିଲା ଏବଂ ୬ ଜଣଙ୍କୁ ମଧ୍ୟ ଗିରଫ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି