Masthead

ଧାନ ବୋଝେଇ ଟ୍ରକ ଆଗରେ ଚାଷୀଙ୍କ ଧାରଣା

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ମଣ୍ଡିରେ ଚାଷୀଙ୍କ ଧାରଣା । ଧାନ ମଣ୍ଡିରେ ଟୋକନ ଲାପ୍ସ ପାଇଁ ଚାଷୀମାନେ ଧାନ ମଣ୍ଡିରେ ଧାନ ଦେଇ ପାରୁନାହାନ୍ତି। ଫଳରେ ଚାଷୀଙ୍କ ହଜାର ହଜାର କୁଇଣ୍ଟାଲ ଧାନ ମଣ୍ଡିରେ ଗଦା କରି ଦିନରାତି ଜଗି ବସିଛନ୍ତି। ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ ଅଲଣା ସେବା ସମବାୟ ସମିତି ଧାନ ମଣ୍ଡିରେ। ଟୋକନ ଲାପ୍ସ ଯୋଗୁ ଚାଷୀଙ୍କର ଧାନ ଯାଇପାରୁନାହିଁ । ଫଳରେ ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ